Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:16 - ପବିତ୍ର ବାଇବଲ

16 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ଇସ୍ରାଏଲର ସମସ୍ତ ଇସ୍ରାଏଲୀୟ ଲୋକମାନଙ୍କ ପରିବାରବର୍ଗ ଅନୁଯାୟୀ ସଦାପ୍ରଭୁଙ୍କ ଆଗକୁ ଆଣିଲେ। ଏବଂ ସଦାପ୍ରଭୁ ସେଥିମଧ୍ୟରୁ ଯିହୁଦା ପରିବାରବର୍ଗକୁ ବାଛିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।

Gade chapit la Kopi




ଯିହୋଶୂୟ 7:16
7 Referans Kwoze  

ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।


ପ୍ରତ୍ୟୁଷରୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନେ ଆକାସିଆ ସହର ପରିତ୍ୟାଗ କରି ଯର୍ଦ୍ଦନ ନଦୀ କୂଳକୁ ଯାତ୍ରା କଲେ। ସେମାନେ ନଦୀ ପାର ହୋଇଯିବା ପର୍ଯ୍ୟନ୍ତ ସେହି ନଦୀ କୂଳରେ ଛାଉଣି କଲେ।


ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇ‌ସ୍‌ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ।


ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”


ତା'ପରେ ସେ ଯିହୁଦାର ପରିବାରର ପରିବାରବର୍ଗକୁ ଉପସ୍ଥିତ କଲେ। ସେରହ ଗୋଷ୍ଠୀ ପରମେଶ୍ୱରଙ୍କ ଦ୍ୱାରା ନିର୍ଦ୍ଧାରିତ ହେଲା। ତା'ପରେ ସେରହ ପରିବାରର ସମସ୍ତ ସଭ୍ୟ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେଲେ। ଜିମିରିର ପରିବାର ବଛାଗଲା।


ଏହା ପରେ ଇସ୍ରାଏଲ ଲୋକମାନେ ସକାଳୁ ଉଠିଲେ ଓ ଗିବିୟା ନିକଟରେ ସେମାନଙ୍କର ଛାଉଣି ସ୍ଥାପନ କଲେ।”


Swiv nou:

Piblisite


Piblisite