ଯିହୋଶୂୟ 7:21 - ପବିତ୍ର ବାଇବଲ21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି। Gade chapit laଓଡିଆ ବାଇବେଲ21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।” Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”