Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:23 - ପବିତ୍ର ବାଇବଲ

23 ଲୋକମାନେ ସେ ସମସ୍ତ ଦ୍ରବ୍ୟକୁ ତମ୍ବୁର ବାହାରକୁ ଆଣିଲେ। ସେମାନେ ସେ ସମସ୍ତ ଦ୍ରବ୍ୟକୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ସମ୍ମୁଖକୁ ଆଣିଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ଉପସ୍ଥିତିରେ ଥୋଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେବେ ସେମାନେ ତମ୍ଵୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।

Gade chapit la Kopi

ଓଡିଆ ବାଇବେଲ

23 ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।

Gade chapit la Kopi




ଯିହୋଶୂୟ 7:23
3 Referans Kwoze  

ଯିହୋଶୂୟ କିଛି ଲୋକଙ୍କୁ ଛାଉଣିକୁ ପଠାଇଲେ। ସେମାନେ ସେଠାକୁ ଦୌଡ଼ିଲେ ଓ ସେଗୁଡ଼ିକ ତମ୍ବୁ ତଳେ ପୋତା ହୋଇ ଥିବାର ଦେଖିଲେ। ରୂପାଗୁଡ଼ିକ କୋଟ୍ ତଳେ ଥିଲା।


ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖ‌ନ୍‌କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ।


ମୋର ସମସ୍ତ ଦ୍ରବ୍ୟ ତୁମ୍ଭେ ଖୋଜିଲ କିନ୍ତୁ ତୁମ୍ଭର ଦେବତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତେବେ ତୁମ୍ଭେ ତାହା ଦେଖାଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ।


Swiv nou:

Piblisite


Piblisite