ଯିହୋଶୂୟ 7:24 - ପବିତ୍ର ବାଇବଲ24 ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖନ୍କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ତା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ଵୁ, ସର୍ବସ୍ଵ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ। Gade chapit laଓଡିଆ ବାଇବେଲ24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ। Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।