Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:11 - ପବିତ୍ର ବାଇବଲ

11 ସମସ୍ତ ସୈନ୍ୟ ଯେଉଁମାନେ କି ଯିହୋଶୂୟଙ୍କ ସହିତ ଥିଲେ, ସେମାନେ ଅୟ ଆଡ଼କୁ ଅଗ୍ରସର ହେଲେ। ସେମାନେ ନଗରର ସମ୍ମୁଖରେ ରହିଲେ। ସୈନ୍ୟମାନେ ସେମାନଙ୍କର ଛାଉଣି ଉତ୍ତର ପଟେ ପ୍ରସ୍ତୁତ କଲେ। ସୈନ୍ୟ ଛାଉଣି ଓ ଅୟର ମଧ୍ୟରେ ଏକ ଉପତ୍ୟକା ମଧ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।

Gade chapit la Kopi




ଯିହୋଶୂୟ 8:11
2 Referans Kwoze  

ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ସୈନ୍ୟମାନଙ୍କୁ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ନେତାଗଣ ସୈନ୍ୟମାନଙ୍କୁ ଅୟ ଆଡ଼କୁ ଆଗେଇ ନେଲେ।


ଏହା ପରେ ଯିହୋଶୂୟ 5,000 ସୈନ୍ୟମାନଙ୍କୁ ବାଛିଲେ ଏବଂ ସେମାନଙ୍କୁ ନଗରର ପଶ୍ଚିମ ପଟେ ଲୁଚି ରହିବାକୁ ପଠାଇ ଦେଲେ। ସେହି ସ୍ଥାନଟି ବୈଥେଲ୍ ଓ ଅୟର ମଝିରେ ଥିଲା।


Swiv nou:

Piblisite


Piblisite