Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:15 - ପବିତ୍ର ବାଇବଲ

15 ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର-ପଥ ଦେଇ ପଳାୟନ କଲେ।

Gade chapit la Kopi




ଯିହୋଶୂୟ 8:15
6 Referans Kwoze  

ସେମାନଙ୍କର ଉତ୍ତର ସୀମା ଯର୍ଦ୍ଦନ ନଦୀଠାରୁ ଆରମ୍ଭ ହେଲା। ଏହାର ସୀମା ଉତ୍ତରରେ ଯିରୀହୋରୁ ଲାଗିଥିଲା। ଏହା ପରେ ଏହାର ସୀମା ପଶ୍ଚିମରେ ପର୍ବତମୟ ଦେଶକୁ ଲାଗିଥିଲା। ଏହାର ସୀମା ପୂର୍ବ ପଟରେ ବୈଥାବନ ପର୍ଯ୍ୟନ୍ତ ଲାଗିଥିଲା।


ତେଣୁ ବିନ୍ୟାମୀନ ଲୋକମାନେ ଦେଖିଲେ ଯେ ସେମାନେ ହାରି ଯିବେ। ଇସ୍ରାଏଲର ସୈନ୍ୟମାନେ ପଛକୁ ଫେରିଲେ। ସେମାନେ ବୁଲିଗଲେ କାରଣ ସେମାନେ ବିନ୍ୟାମୀନମାନଙ୍କ ଉପରେ ହଠାତ୍ ଆକ୍ରମଣ କରିବା ପାଇଁ ଗ୍ଭହୁଁଥିଲେ। ଯେଉଁ ଲୋକମାନେ ଗିବିୟାରେ ଲୁଚି ରହିଥିଲେ ସେହିମାନେ ଆକ୍ରମଣ ଆରମ୍ଭ କରିଦେଲେ।


ଯୋଷେଫଙ୍କର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ଯର୍ଦ୍ଦନ ନଦୀ ନିକଟସ୍ଥ ଯିରୀହୋଠାରୁ ଆରମ୍ଭ କରି ଯିରୀହୋର ଜଳ ନିକଟବର୍ତ୍ତୀ ଯାଏ ବ୍ୟାପିଥିଲା। ଏହାର ସୀମା ଯିରୀହୋଠାରୁ ପର୍ବତମୟ ଦେଶ ବୈଥେଲ୍ ପର୍ଯ୍ୟନ୍ତ ବିସ୍ତୃତ ଥିଲା।


ପ୍ରାନ୍ତରରେ ସେମାନଙ୍କୁ ମଧ୍ୟ କିଛି ସହର ଦିଆଯାଇଥିଲା। ସେଗୁଡ଼ିକ ହେଲା, ବୈଥ-ଅରାବା, ମିଦ୍ଦୀନ୍, ସକାଖା,


ଯେତେବେଳେ ଅୟର ରାଜା ଇସ୍ରାଏଲର ସୈନ୍ୟମାନଙ୍କୁ ଦେଖିଲେ, ଅୟର ରାଜା ଏବଂ ତାଙ୍କର ସୈନ୍ୟମାନେ ଇସ୍ରାଏଲର ସୈନ୍ୟମାନଙ୍କ ସହିତ ଯୁଦ୍ଧ କରିବାକୁ ତରବର ହୋଇ ବାହାରି ଆସିଲେ। ଅୟର ରାଜା ପୂର୍ବ ପଟରେ ଥିବା ଯର୍ଦ୍ଦନ ଉପତ୍ୟକା ଆଡ଼କୁ ଅଗ୍ରସର ହେଲେ। ସେ ଲକ୍ଷ୍ୟ କରି ନ ଥିଲେ ଯେ ସୈନ୍ୟମାନେ ନଗରର ପଛ ପଟେ ଲୁଚି ଅଛନ୍ତି ବୋଲି।


ତେଣୁ ବିନ୍ୟାମୀନୀୟ ସୈନିକମାନେ ଇସ୍ରାଏଲ ସୈନ୍ୟଙ୍କ ପାଖରୁ ଦୌଡ଼ି ପଳାଇବାକୁ ଲାଗିଲେ। ସେମାନେ ମରୁଭୂମି ଆଡ଼କୁ ଦୌଡ଼ିଲେ। କିନ୍ତୁ ସେମାନେ ଏପରି କରି ମଧ୍ୟ ଯୁଦ୍ଧରୁ ରକ୍ଷା ପାଇପାରି ନ ଥିଲେ। ଇସ୍ରାଏଲର ସୈନ୍ୟମାନେ ନଗର ବାହାରକୁ ବାହାରି ଆସିଲେ ଏବଂ ସେମାନଙ୍କୁ ହତ୍ୟା କଲେ।


Swiv nou:

Piblisite


Piblisite