Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:22 - ପବିତ୍ର ବାଇବଲ

22 ଏହା ପରେ ଯେଉଁ ଲୋକମାନେ ଲୁଚିଥିଲେ, ସେମାନେ ବାହାରି ଆସିଲେ ଏବଂ ଯୁଦ୍ଧ କଲେ। ଏହିପରି ଅୟର ଲୋକମାନଙ୍କର ଉଭୟ ପାର୍ଶ୍ୱରେ ଇସ୍ରାଏଲର ସୈନ୍ୟମାନେ ଜଗି ଗଲେ ଓ ସେମାନଙ୍କୁ ପରାସ୍ତ କଲେ। ଇସ୍ରାଏଲର ସୈନ୍ୟମାନେ ଅୟର ଗୋଟିଏ ସୈନ୍ୟକୁ ମଧ୍ୟ ଛାଡ଼ିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେନ୍ତଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।

Gade chapit la Kopi




ଯିହୋଶୂୟ 8:22
10 Referans Kwoze  

ଯେତେବେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ତୁମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ। ତୁମ୍ଭେ ସେମାନଙ୍କ ସହିତ କୌଣସି ସନ୍ଧି କରିବ ନାହିଁ ଅଥବା ଦୟା ଦେଖାଇବ ନାହିଁ। ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବ।


ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।


ଏହା ପରେ ଯିହୋଶୂୟ ସେହି ଦିନ ମ‌କ୍‌କେଦା ଅକ୍ତିଆର କରି ‌‌ଖ‌ଡ଼୍‌ଗ ଧାରରେ ନଗରକୁ ଓ ତାହାର ରାଜାକୁ ହତ୍ୟା କଲେ। ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀକୁ ବର୍ଜିତ ରୂପେ ବିନାଶ କଲେ। କାହାକୁ ଅବଶିଷ୍ଟ ରଖିଲେ ନାହିଁ, ପୁଣି ସେ ଯେପରି ଯିରୀହୋ ରାଜାଙ୍କ ପ୍ରତି କରିଥିଲେ, ସେହିପରି ମ‌କ୍‌କେଦା ରାଜା ପ୍ରତି କଲେ।


ଲୋକମାନେ ସହରରେ ଧ୍ୱଂସର ଲୀଳା ଚଲାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।


“ତୁମ୍ଭେମାନେ ନିଶ୍ଚିତ କରିବ ଯାହା ସଦାପ୍ରଭୁ ଆଦେଶ କରନ୍ତି। ମୁଁ ନଗରକୁ ଆକ୍ରମଣ କରିବା ପାଇଁ ତୁମ୍ଭମାନଙ୍କୁ ଆଜ୍ଞା କରିବି। ତୁମ୍ଭ ନିୟନ୍ତ୍ରଣକୁ ଆଣିବା ପରେ ସେହି ନଗରରେ ଅଗ୍ନି ସଂଯୋଗ କର।”


ଯିହୋଶୂୟ ଓ ଇସ୍ରାଏଲର ଲୋକମାନେ ଅନୁଭବ କଲେ ଯେ, ଲୁଚିଥିବା ସୈନ୍ୟମାନେ ନଗରଟିକୁ ସେମାନଙ୍କର ନିୟନ୍ତ୍ରଣ ମଧ୍ୟକୁ ନେଇ ଗଲେଣି। ସେମାନେ ଧୂଆଁର ସ୍ତମ୍ଭ ଆକାଶରେ ଦେଖିବାକୁ ପାଇଲେ। ଏଣୁ ସେମାନେ ଅୟର ସୈନ୍ୟ ଆଡ଼କୁ ଦୌଡ଼ିଗଲେ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।


କିନ୍ତୁ ଅୟର ରାଜାଙ୍କୁ ଜୀବିତ ଅବସ୍ଥାରେ ଯିହୋଶୂୟଙ୍କ ନିକଟକୁ ଆଣିଲେ।


Swiv nou:

Piblisite


Piblisite