ଯିହୋଶୂୟ 8:23 - ପବିତ୍ର ବାଇବଲ23 କିନ୍ତୁ ଅୟର ରାଜାଙ୍କୁ ଜୀବିତ ଅବସ୍ଥାରେ ଯିହୋଶୂୟଙ୍କ ନିକଟକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ। Gade chapit laଓଡିଆ ବାଇବେଲ23 ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ। Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।