Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:25 - ପବିତ୍ର ବାଇବଲ

25 ସେହି ଦିନ ଅୟର ସମସ୍ତ ଲୋକମାନେ ମଲେ। ସେମାନେ ପ୍ରାୟ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi




ଯିହୋଶୂୟ 8:25
2 Referans Kwoze  

ଯୁଦ୍ଧ ସମୟରେ ଇସ୍ରାଏଲର ସୈନିକମାନେ ଅୟ ସୈନ୍ୟମାନଙ୍କ ପଛରେ ଗୋଡ଼ାଇ କ୍ଷେତ ଓ ମରୁଭୂମି ଅଞ୍ଚଳକୁ ଆଣିଲେ। ସେମାନେ ସେହିଠାରେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଇସ୍ରାଏଲ ସୈନ୍ୟମାନେ ଅୟକୁ ଫେରି ଆସିଲେ ଏବଂ ଅୟ ସହରରେ ଜୀବିତ ଲୋକମାନଙ୍କୁ ଓ ସୈନ୍ୟମାନଙ୍କୁ ହତ୍ୟା କଲେ।


Swiv nou:

Piblisite


Piblisite