ଯିହୋଶୂୟ 8:29 - ପବିତ୍ର ବାଇବଲ29 ଯିହୋଶୂୟ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ଗଛରେ ଝୁଲେଇ ରଖିଲେ। ସୂର୍ଯ୍ୟାସ୍ତ ପରେ ଯିହୋଶୂୟଙ୍କ ଆଜ୍ଞାନୁସାରେ ଲୋକମାନେ ସେ ଶବକୁ ଗଛରୁ ଆଣିଲେ। ସେମାନେ ସେହି ଶବକୁ ନଗରର ପ୍ରବେଶ ଫାଟକ ସମ୍ମୁଖରେ ଫୋପାଡ଼ି ଦେଲେ ଏବଂ ତା’ ଉପରେ ପଥର ଗଦା କଲେ। ତାହା ସେଠାରେ ଆଜି ପର୍ଯ୍ୟନ୍ତ ମଧ୍ୟ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ଵାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି। Gade chapit laଓଡିଆ ବାଇବେଲ29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି। Gade chapit la |
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।