ଯିହୋଶୂୟ 8:31 - ପବିତ୍ର ବାଇବଲ31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Gade chapit la |
କିନ୍ତୁ ଅମତ୍ସିୟ ସେହି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ୟା କଲେ ନାହିଁ, କାରଣ ସେ ମୋଶାଙ୍କ ପୁସ୍ତକରେ ଲିଖିତ ନିୟମକୁ ମାନିଲେ। ସଦାପ୍ରଭୁ ଆଦେଶ ଦେଇଥିଲେ, “ପିତାମାତାମାନଙ୍କୁ ସେମାନଙ୍କ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଆଉ ସନ୍ତାନମାନଙ୍କୁ ସେମାନଙ୍କ ପିତାମାତାଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଜଣେ ବ୍ୟକ୍ତିକୁ କେବଳ ତା'ର ନିଜର ମନ୍ଦକର୍ମ ପାଇଁ ହତ୍ୟା କରାଯିବା ଉଚିତ୍।”