ଯିହୋଶୂୟ 8:32 - ପବିତ୍ର ବାଇବଲ32 ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ଵାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ। Gade chapit laଓଡିଆ ବାଇବେଲ32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥା-ଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ। Gade chapit la |