ଯିହୋଶୂୟ 8:4 - ପବିତ୍ର ବାଇବଲ4 ଯିହୋଶୂୟ ସେମାନଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ତୁମ୍ଭେମାନେ ମୋର କଥାକୁ ଭଲ ଭାବରେ ଶୁଣ। ତୁମ୍ଭେମାନେ ନଗର ବାହାରେ ଲୁଚି ରହିବ। ଆକ୍ରମଣ କରିବା ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବ। ସହରଠାରୁ ଦୂରକୁ ଯିବ ନାହିଁ। ସର୍ବଦା ପ୍ରସ୍ତୁତ ଥିବ ଓ ନଜର ରଖିଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit laଓଡିଆ ବାଇବେଲ4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Gade chapit la |
ସେହି ରାତ୍ରି ସମୟରେ ରାଜା ଉଠି ନିଜର ଦାସମାନଙ୍କୁ କହିଲେ, “ଅରାମୀୟ ସୈନ୍ୟମାନେ ଯାହା ଆମ୍ଭମାନଙ୍କ ପ୍ରତି କରିଛନ୍ତି ତାହା ମୁଁ ଏବେ କହିବି। ସେମାନେ ଜାଣନ୍ତି ଆମ୍ଭେମାନେ କ୍ଷୁଧାର୍ତ୍ତ। ତେଣୁ ସେମାନେ ଶିବିରରୁ ବାହାରି କ୍ଷେତ୍ର ମଧ୍ୟରେ ଲୁଚି ରହିଛନ୍ତି। ସେମାନେ ଭାବିଛନ୍ତି, ‘ଯେତେବେଳେ ଆମ୍ଭେମାନେ ନଗରରୁ ବାହାରିବା ସେମାନେ ଆମ୍ଭମାନଙ୍କୁ ଜୀବନ୍ତ ଧରି ନଗରରେ ପ୍ରବେଶ କରିବେ।’”