Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:12 - ପବିତ୍ର ବାଇବଲ

12 “ଦେଖ ଆମ୍ଭେ ଘରୁ ଆସିଲାବେଳେ ଆଣିଥିବା ତଟକା ରୋଟୀ କିପରି ଶୁଖି ଫିମ୍ପି ମାରି ଗଲାଣି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।

Gade chapit la Kopi




ଯିହୋଶୂୟ 9:12
3 Referans Kwoze  

ଏଣୁ ଆମ୍ଭମାନଙ୍କର ପ୍ରାଚୀନବର୍ଗ ଏବଂ ଆମ୍ଭମାନଙ୍କ ଦେଶରେ ଲୋକମାନେ କହିଲେ, ‘ତୁମ୍ଭମାନଙ୍କର ଯାତ୍ରାପାଇଁ ପ୍ରଚୁର ଖାଦ୍ୟ ନେଇ ଯାଅ ଏବଂ ଇସ୍ରାଏଲୀୟମାନଙ୍କ ସହିତ ସାକ୍ଷାତ କର।’ ତାଙ୍କୁ କୁହ, ‘ଆମ୍ଭେମାନେ ତୁମ୍ଭର ଦାସ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏକ ଶାନ୍ତି ଚୁକ୍ତି କର।’


ପୁଣି ଦେଖ, ଏହିସବୁ ଦ୍ରାକ୍ଷାରସର କୁମ୍ପା ନୂତନ ଦ୍ରାକ୍ଷା ରସରେ ଭର୍ତ୍ତି କରିଥିଲୁ ତାହା ଫାଟି ଯାଇଛି। ଏବଂ ଆମ୍ଭକୁ ଲକ୍ଷ୍ୟକର, ବହୁତ ଦୂର ଯାତ୍ରା କରିଥିବାରୁ ଆମ୍ଭମାନଙ୍କର ଲୁଗା ଓ ଜୋତା କିପରି ପୁରୁଣା ହୋଇଗଲାଣି।”


Swiv nou:

Piblisite


Piblisite