ଯିହୋଶୂୟ 9:14 - ପବିତ୍ର ବାଇବଲ14 ତେଣୁ ସେମାନେ ସେମାନଙ୍କର ଖାଦ୍ୟ ନମୁନାକୁ ପରୀକ୍ଷା କଲେ। କିନ୍ତୁ ଏହା ପାଇଁ ସେମାନେ ସଦାପ୍ରଭୁଙ୍କର ଅନୁମତି ଲୋଡ଼ି ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Gade chapit laଓଡିଆ ବାଇବେଲ14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Gade chapit la |
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”