Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:8 - ପବିତ୍ର ବାଇବଲ

8 ଏଥିରେ ହିବ୍ବୀୟମାନେ ଉତ୍ତର ଦେଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କର ଦାସ।” କିନ୍ତୁ ଯିହୋଶୂୟ ପଗ୍ଭରିଲେ, “ତୁମ୍ଭେମାନେ କିଏ? ତୁମ୍ଭେମାନେ କେଉଁଠାରୁ ଆସିଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, ଆମ୍ଭେମାନେ ଆପଣଙ୍କର ଦାସ। ତେବେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ ? ପୁଣି କେଉଁଠାରୁ ଆସିଅଛ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”

Gade chapit la Kopi




ଯିହୋଶୂୟ 9:8
9 Referans Kwoze  

ତେଣୁ ଗୃହାଧ୍ୟକ୍ଷ, ନଗର ରାଜ୍ୟପାଳ, ପ୍ରାଚୀନଗଣ, ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହିକଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ, ଆପଣ ଆମ୍ଭମାନଙ୍କୁ ଯାହା ଆଜ୍ଞା କରିବେ ଆମ୍ଭେମାନେ ତାହା ସବୁ ପାଳନ କରିବୁ, ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ, ଯାହା ଆପଣଙ୍କ ଦୃଷ୍ଟିରରେ ଭଲ ତାହା ଆପଣ କରନ୍ତୁ।”


ଯଦି ସେମାନେ ତୁମ୍ଭମାନଙ୍କ ସନ୍ଧିରେ ରାଜି ହୋଇ ତୁମ୍ଭମାନଙ୍କ ନଗର ଗୁଡ଼ିକ ପାଇଁ ଦ୍ୱାର ଉନ୍ମୁକ୍ତ କରନ୍ତି, ତେବେ ସେହି ସହରର ସମସ୍ତ ଲୋକମାନେ ତୁମ୍ଭ ପାଇଁ କାମ କରିବାକୁ ବାଧ୍ୟ ଏବଂ ତୁମ୍ଭମାନଙ୍କର ଦାସ ହେବେ।


ଏଣୁ ଆମ୍ଭମାନଙ୍କର ପ୍ରାଚୀନବର୍ଗ ଏବଂ ଆମ୍ଭମାନଙ୍କ ଦେଶରେ ଲୋକମାନେ କହିଲେ, ‘ତୁମ୍ଭମାନଙ୍କର ଯାତ୍ରାପାଇଁ ପ୍ରଚୁର ଖାଦ୍ୟ ନେଇ ଯାଅ ଏବଂ ଇସ୍ରାଏଲୀୟମାନଙ୍କ ସହିତ ସାକ୍ଷାତ କର।’ ତାଙ୍କୁ କୁହ, ‘ଆମ୍ଭେମାନେ ତୁମ୍ଭର ଦାସ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏକ ଶାନ୍ତି ଚୁକ୍ତି କର।’


ଯିହୋଶୂୟ ଗିବିୟୋନୀୟମାନଙ୍କୁ ଇସ୍ରାଏଲ ପାଇଁ କ୍ରୀତଦାସ ଭାବେ ଗ୍ରହଣ କଲେ। ଆଉ ସେହି ଦିନଠାରୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ଇସ୍ରାଏଲ ଲୋକମାନଙ୍କ ପାଇଁ କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀରୂପେ କାର୍ଯ୍ୟ କଲେ। ସଦାପ୍ରଭୁ ଏହା କରାଇବାକୁ ଯେବେ ପସନ୍ଦ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଦାସ ଅଟନ୍ତି।


ବର୍ତ୍ତମାନ ଆମ୍ଭେ ତୁମ୍ଭର ଅଧୀନ। ତୁମ୍ଭ ପକ୍ଷେ ଆମ୍ଭ ପାଇଁ ଯାହା ଉଚିତ୍ ତାହା କର।”


ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”


ଗିବିୟୋନୀୟମାନେ ଗି‌ଲ୍‌ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”


Swiv nou:

Piblisite


Piblisite