ବିଳାପ 1:1 - ପବିତ୍ର ବାଇବଲ1 ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସେହି ସହର ଲୋକପୂର୍ଣ୍ଣ ଥିଲା, ଯିରୁଶାଲମ ପୃଥିବୀର ମହାନ ନଗରୀମାନଙ୍କ ମଧ୍ୟରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ୟ ଅଛି। ସେ ଯିଏ କି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାୟୀନୀ ଦାସୀପରି ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି ! Gade chapit laଓଡିଆ ବାଇବେଲ1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି! Gade chapit la |
ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।