ବିଳାପ 1:18 - ପବିତ୍ର ବାଇବଲ18 ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ଵ ସ୍ଥାନକୁ ଯାଇଅଛନ୍ତି। Gade chapit laଓଡିଆ ବାଇବେଲ18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”