ବିଳାପ 1:2 - ପବିତ୍ର ବାଇବଲ2 ସେ ରାତ୍ରିରେ ଅତିଶୟ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶରେ ପଡ଼ୁଅଛି; ତାକୁ ସାନ୍ତ୍ୱନା ଦେବାକୁ କେହି ନାହିଁ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସେମାନେ ତାହାର ଶତ୍ରୁ ହୋଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗଣ୍ତଦେଶରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି। Gade chapit la |
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।