ବିଳାପ 1:21 - ପବିତ୍ର ବାଇବଲ21 “ମୋ’ କଥା ଶୁଣ, ମୁଁ ବିଳାପ କରୁଛି। ମୋତେ ସାନ୍ତ୍ୱନା ଦେବାକୁ କେହି ନାହିଁ। ମୋର ଶତ୍ରୁମାନେ ମୋର ବିପଦକଥା ଶୁଣି ଆନନ୍ଦିତ। ସେମାନେ ଖୁସୀ, କାରଣ ତୁମ୍ଭେ ମୋ’ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମୋର ଶତ୍ରୁମାନେ ଦଣ୍ଡିତ ହେବେ। ବର୍ତ୍ତମାନ ସେମାନଙ୍କୁ ମୋ’ ତୁଲ୍ୟ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଲୋକମାନେ ମୋହର ଦୀର୍ଘନିଶ୍ଵାସ ଶୁଣିଅଛନ୍ତି; ମୋତେ ସାନ୍ତ୍ଵନା କରିବାକୁ କେହି ନାହିଁ; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ। Gade chapit laଓଡିଆ ବାଇବେଲ21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ’ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ। Gade chapit la |
“ବାବିଲ ବିରୁଦ୍ଧରେ ସମସ୍ତ ଧନୁର୍ଦ୍ଧରମାନଙ୍କୁ ଧନୁରେ ଗୁଣ ଦେବାକୁ ଏକତ୍ରିତ କର। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଏକତ୍ରିତ ହୁଅ। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଛାଉଣି ସ୍ଥାପନ କର। ସେଥିରୁ ତାକୁ ରକ୍ଷା ପାଇବାକୁ ଦିଅ ନାହିଁ। ତାହାର କର୍ମାନୁସାରେ ତାକୁ ପ୍ରତିଫଳ ଦିଅ। ସେ ଯେପରି କରିଛି ତା’ ପ୍ରତି ସେହିପରି କର। କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ଇସ୍ରାଏଲର ଧର୍ମସ୍ୱରୂପ ବିରୁଦ୍ଧରେ ନିଷ୍ଠୁର ହୋଇଅଛ।”