ବିଳାପ 2:6 - ପବିତ୍ର ବାଇବଲ6 ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସେମାନଙ୍କର ଆବାସ କୁଡ଼ିଆକୁ ନଷ୍ଟ କରି ଦେଇଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦେଇଅଛନ୍ତି। ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମ ଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କ୍ରୋଧରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ଉଦ୍ୟାନସ୍ଥ ତମ୍ଵୁ ପରି ଆପଣା ଆବାସ-ତମ୍ଵୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ତତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି। Gade chapit laଓଡିଆ ବାଇବେଲ6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି। Gade chapit la |
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’