ବିଳାପ 2:7 - ପବିତ୍ର ବାଇବଲ7 ସଦାପ୍ରଭୁ ଆପଣା ଯଜ୍ଞବେଦି ଓ ପବିତ୍ର ଉପାସନା ସ୍ଥାନକୁ ଦୂର କରିଛନ୍ତି। ସେ ତା'ର ମନ୍ଦିରର ପ୍ରାଚୀରକୁ ନିଜର ଶତ୍ରୁମାନଙ୍କୁ ଦେଇଛନ୍ତି। ଶତ୍ରୁଗଣ ଉତ୍ସବ ଦିନ ଅତି ଆନନ୍ଦରେ ସଦାପ୍ରଭୁଙ୍କ ମନ୍ଦିରରେ ଧ୍ୱନି କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତି ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। Gade chapit laଓଡିଆ ବାଇବେଲ7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି। Gade chapit la |
ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।