Biblia Todo Logo
Bib sou entènèt

- Piblisite -




ବିଳାପ 3:1 - ପବିତ୍ର ବାଇବଲ

1 ମୁଁ ସେହି ମନୁଷ୍ୟ, ଯେ କି ସଦାପ୍ରଭୁଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା ପ୍ରହୃତ ହୋଇଥିବା କ୍ଳେଶ ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ଵାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।

Gade chapit la Kopi

ଓଡିଆ ବାଇବେଲ

1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ।

Gade chapit la Kopi




ବିଳାପ 3:1
12 Referans Kwoze  

ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ। ସେଲା


“ମୋତେ ଦୟା କର। ମୋର ବନ୍ଧୁଗଣ ମୋତେ ଦୟାକର। କାରଣ ପରମେଶ୍ୱର ମୋ’ ବିରୁଦ୍ଧରେ ଅଛନ୍ତି।


ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।


ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।


ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ। ମୋ’ ଜୀବନକୁ ପୁନଃସ୍ଥାପନ କର। ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।


ସେମାନେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ୟାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ ଆଉ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଓ ନେରିୟର ପୁତ୍ର ବାରୂକକୁ ମିଶରକୁ ନେଲେ।


ମୋର ଜୀବନ ପ୍ରାୟ ଶେଷ ହୋଇଅଛି। ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।


ମୋର ହୃଦୟ ଭାଙ୍ଗି ଯାଇଛି କାରଣ ମୋର ଲୋକମାନଙ୍କର ହୃଦୟ ଭାଙ୍ଗି ଯାଇଛି। ମୁଁ ମଳିନ, ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।


Swiv nou:

Piblisite


Piblisite