Biblia Todo Logo
Bib sou entènèt

- Piblisite -




ବିଳାପ 3:13 - ପବିତ୍ର ବାଇବଲ

13 ସେ ମୋର ଅନ୍ତର ମଧ୍ୟକୁ ଶର ନିକ୍ଷେପ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି।

Gade chapit la Kopi




ବିଳାପ 3:13
5 Referans Kwoze  

ପରମେଶ୍ୱର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମୋ’ ଅନ୍ତରକୁ ବିଦ୍ଧ କରୁଛି। ମୋର ଆତ୍ମା ସେହି ବାଣର ବିଷକୁ ପାନ କରୁଛି। ପରମେଶ୍ୱରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମୋର ବିରୁଦ୍ଧରେ ଗୋଟିଏ ଧାଡ଼ିରେ ସଜାଇ ରଖାଯାଇଛି।


ତୀର ତାହାକୁ ଦଉଡ଼ାଇ ପାରେ ନାହିଁ। ପଥର ଡେଇଁ ପଡ଼ି କୁଟା ପରି ଫେରି ଆସେ।


“‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅମଙ୍ଗଳ ଦେବା। ଆମ୍ଭେ ଆପଣା ବାଣସବୁ ସେମାନଙ୍କ ଉପରେ ବ୍ୟୟ କରିବା।


ସେମାନଙ୍କର ତୂଣୀର ଖୋଲା କବର ସଦୃଶ, ସେମାନେ ସମସ୍ତେ ବୀର ସୈନିକ।


ଆଉ ସଦାପ୍ରଭୁ ଶତ୍ରୁ ପରି ଧନୁରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶୋଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କ୍ରୋଧାଗ୍ନିକୁ ସିୟୋନ କନ୍ୟାର ତମ୍ବୁ ଉପରେ ଢାଳି ଦେଇଅଛନ୍ତି।


Swiv nou:

Piblisite


Piblisite