Biblia Todo Logo
Bib sou entènèt

- Piblisite -




ବିଳାପ 3:14 - ପବିତ୍ର ବାଇବଲ

14 ମୁଁ ମୋ’ ନିଜ ଲୋକମାନଙ୍କର ଉପହାସର ପାତ୍ର ଓ ଦିନସାରା ତାତ୍ସଲ୍ୟ ସଂଗୀତର ଏକ ଉତ୍ସ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି।

Gade chapit la Kopi




ବିଳାପ 3:14
14 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତା ହେବାରୁ ବିପଥଗାମୀ କରାଇଲ ଓ ମୁଁ ପ୍ରତାରିତ ହେଲି। ତୁମ୍ଭେ ମୋ'ଠାରୁ ଶକ୍ତିଶାଳୀ, ଯେଉଁଥିପାଇଁ ମୋ'ଠାରୁ ଜୟ କରିଅଛ। ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରୁଛନ୍ତି।


ତୁମ୍ଭେ ସେମାନଙ୍କର ବସିବାର ଓ ଠିଆ ହେବାର ନିରୀକ୍ଷଣ କରିଛ। ଆଉ ଦେଖ, ସେମାନେ କିପରି ମୋତେ କରୁଛନ୍ତି।


“ହେ ମୋୟାବ, ଇସ୍ରାଏଲ ତୁମ୍ଭ ଦୃଷ୍ଟିରେ ପରିହାସର ପାତ୍ର ହୋଇଥିଲା। ସତେ ଯେମିତି ସେ ଗ୍ଭେରମାନଙ୍କ ମଧ୍ୟରେ ଧରାଯାଇଥିଲା, ତୁମ୍ଭେ ସେପରି ବ୍ୟବହାର କଲ। ତୁମ୍ଭେ ହତାଶରେ ମୁଣ୍ଡ ହଲାଇଲ ଯେଉଁ କ୍ଷଣେ ତୁମ୍ଭେ ତା’ ବିଷୟରେ କୁହ।


ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ। ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ: “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”


ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।


ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।


Swiv nou:

Piblisite


Piblisite