Biblia Todo Logo
Bib sou entènèt

- Piblisite -




ବିଳାପ 3:20 - ପବିତ୍ର ବାଇବଲ

20 ମୋର ସମସ୍ତ କ୍ଳେଶକୁ ସ୍ମରଣ କରି ମୁଁ ଅତି ଅବସନ୍ନ ହୋଇ ପଡ଼ୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋ’ ଅନ୍ତରରେ ଅବସନ୍ନ ହେଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି।

Gade chapit la Kopi




ବିଳାପ 3:20
7 Referans Kwoze  

ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ।


ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ? ମୁଁ କାହିଁକି ଏତେ ଅଧୀର ହେଉଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।


ମୁଁ ଯେତେବେଳେ ଚିନ୍ତା କରେ ମୋ’ ପ୍ରତି କ’ଣ ସବୁ ଘଟିଗଲା। ଭୟରେ ମୋର ସର୍ବାଙ୍ଗ ଥରଥର କମ୍ପି ଉଠେ।


ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।


ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।


ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ, ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।


Swiv nou:

Piblisite


Piblisite