ବିଳାପ 3:23 - ପବିତ୍ର ବାଇବଲ23 ତାହା ପ୍ରତି ପ୍ରଭାତରେ ନୂତନ ହୋଇଥାଏ ଓ ସଦାପ୍ରଭୁଙ୍କର ବିଶ୍ୱସ୍ତତା ମହାନ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେସବୁ ପ୍ରତି ପ୍ରଭାତରେ ନୂତନ; ତୁମ୍ଭର ବିଶ୍ଵସ୍ତତା ମହତ। Gade chapit laଓଡିଆ ବାଇବେଲ23 ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ। Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।