ବିଳାପ 3:24 - ପବିତ୍ର ବାଇବଲ24 ତେଣୁ ମୋର ଅନ୍ତର କହୁଛି, “ସଦାପ୍ରଭୁ ମୋର ପରମେଶ୍ୱର ମୁଁ ତାଙ୍କଠାରେ ବିଶ୍ୱାସ ରଖିବି।” Gade chapit laପବିତ୍ର ବାଇବଲ (Re-edited) - (BSI)24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି। Gade chapit laଓଡିଆ ବାଇବେଲ24 ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।” Gade chapit la |
ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।