ବିଳାପ 3:26 - ପବିତ୍ର ବାଇବଲ26 ସଦାପ୍ରଭୁଙ୍କ ଦ୍ୱାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି ଭଲ। Gade chapit laପବିତ୍ର ବାଇବଲ (Re-edited) - (BSI)26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ। Gade chapit laଓଡିଆ ବାଇବେଲ26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ। Gade chapit la |
ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”