Biblia Todo Logo
Bib sou entènèt

- Piblisite -




ବିଳାପ 3:27 - ପବିତ୍ର ବାଇବଲ

27 ଯୌବନ କାଳରୁ ସଦାପ୍ରଭୁଙ୍କର ଯୁଆଳି ବହନ କରିବା ଉତ୍ତମ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯୌବନ କାଳରେ ଯୁଆଳି ବହିବାର ମନୁଷ୍ୟର ମଙ୍ଗଳ।

Gade chapit la Kopi

ଓଡିଆ ବାଇବେଲ

27 ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।

Gade chapit la Kopi




ବିଳାପ 3:27
8 Referans Kwoze  

ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ “ମୁଁ ଆଉ ଜୀବନକୁ ଉପଭୋଗ କରିବାକୁ ଗ୍ଭହେଁ ନାହିଁ।”


ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା, ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।


ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ। ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।


ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।


ସଦାପ୍ରଭୁଙ୍କ ଦ୍ୱାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି ଭଲ।


ସଦାପ୍ରଭୁ ଯାହାର କାନ୍ଧରେ ଯୁଆଳି ରଖନ୍ତି, ସେ ଏକାକୀ ନୀରବରେ ବସିରହୁ।


Swiv nou:

Piblisite


Piblisite