ବିଳାପ 3:3 - ପବିତ୍ର ବାଇବଲ3 ସଦାପ୍ରଭୁ ଦିନସାରା ମୋ’ ବିରୁଦ୍ଧରେ ଆପଣା ହସ୍ତ ପୁନଃ ପୁନଃ ଫେରାଇ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି। Gade chapit laଓଡିଆ ବାଇବେଲ3 ସେ ନିଶ୍ଚୟ ମୋ’ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି। Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।