Biblia Todo Logo
Bib sou entènèt

- Piblisite -




ବିଳାପ 3:35 - ପବିତ୍ର ବାଇବଲ

35 ସର୍ବୋପରିସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ନ୍ୟାୟକୁ ବଦଳ କରି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସ୍ଵତ୍ଵ ଅନ୍ୟଥା ହେବାର,

Gade chapit la Kopi

ଓଡିଆ ବାଇବେଲ

35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର,

Gade chapit la Kopi




ବିଳାପ 3:35
6 Referans Kwoze  

ମୁଁ ଜାଣେ ଯେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ୟାୟ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।


ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ଭାବେ ଘୃଣିତ।


ପୃଥିବୀସ୍ଥ ସକଳ ବନ୍ଦୀମାନଙ୍କୁ ପାଦଦଳିତ କରି,


“ଯେତେବେଳେ ଦୁଇଜଣଙ୍କ ମଧ୍ୟରେ ମାଡ଼ପିଟ୍ ଲାଗେ, ସେମାନେ ନ୍ୟାୟଳୟକୁ ଯିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ଦ୍ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।


ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।


“ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।


Swiv nou:

Piblisite


Piblisite