ବିଳାପ 3:37 - ପବିତ୍ର ବାଇବଲ37 ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି? Gade chapit laଓଡିଆ ବାଇବେଲ37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି? Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”