ବିଳାପ 3:39 - ପବିତ୍ର ବାଇବଲ39 ଯେପର୍ଯ୍ୟନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ? Gade chapit laପବିତ୍ର ବାଇବଲ (Re-edited) - (BSI)39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? Gade chapit laଓଡିଆ ବାଇବେଲ39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? Gade chapit la |
ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା'ର ପଛରେ।”