Biblia Todo Logo
Bib sou entènèt

- Piblisite -




ବିଳାପ 3:4 - ପବିତ୍ର ବାଇବଲ

4 ମୋର ମାଂସ ଓ ଚର୍ମକୁ ସେ ଶକ୍ତିହୀନ କରିଅଛନ୍ତି ଓ ସେ ମୋର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।

Gade chapit la Kopi




ବିଳାପ 3:4
10 Referans Kwoze  

ମୁଁ ସାହାଯ୍ୟ ପାଇଁ ପ୍ରଭାତ ପର୍ଯ୍ୟନ୍ତ କ୍ରନ୍ଦନ କଲି। ଯେପରି ସିଂହ ମୋର ଅସ୍ଥିସବୁ ଚୂର୍ଣ୍ଣ କରୁଅଛି। ଏକ ଦିବାରାତ୍ର ସ୍ୱଳ୍ପ ସମୟ ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।


ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।


“ଇସ୍ରାଏଲ ଛିନ୍ନଭିନ୍ନ ହୋଇଥିବା ମେଷ ସ୍ୱରୂପ ସେ ସିଂହମାନଙ୍କ ଦ୍ୱାରା ବିତାଡ଼ିତ ହୋଇଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶେଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।”


ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ। ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।


ମୋର ବଳ କ୍ରମେ କ୍ଷୀଣ ହୋଇ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମୋର ଶକ୍ତି ଗ୍ଭଲି ଯାଉଛି। ମୋର ଅସ୍ଥିସବୁ ଭାଙ୍ଗି ଯାଉଛି। ମୋର ସାହସ କ୍ରମେ କ୍ଷୀଣ ହୋଇ ଆସୁଛି।


ମୋ’ ଦେହର ଚମଡ଼ା ପୋଡ଼ି ଯାଇ ଛିଣ୍ଡି ପଡ଼ୁଛି। ଜ୍ୱରରେ ମୋର ଦେହରେ ଭୀଷଣ ତାତି।


Swiv nou:

Piblisite


Piblisite