ବିଳାପ 3:40 - ପବିତ୍ର ବାଇବଲ40 ଆମ୍ଭେମାନେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫେରିବା। Gade chapit laପବିତ୍ର ବାଇବଲ (Re-edited) - (BSI)40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit laଓଡିଆ ବାଇବେଲ40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। Gade chapit la |
ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇସ୍ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।
ଯଦି ତୁମ୍ଭେମାନେ ଫେରି ଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତେବେ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସେମାନଙ୍କୁ ବନ୍ଦୀ କରି ନେଇଯାଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫେରି ଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଦୟାଳୁ ଓ ଅନୁଗ୍ରହରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭେମାନେ ତାହାଙ୍କ ନିକଟକୁ ଫେରି ଆସିବ, ତେବେ ସେ ତୁମ୍ଭମାନଙ୍କୁ ତ୍ୟାଗ କରିଯିବେ ନାହିଁ।”