Biblia Todo Logo
Bib sou entènèt

- Piblisite -




ବିଳାପ 3:41 - ପବିତ୍ର ବାଇବଲ

41 ଆମ୍ଭେମାନେ ସ୍ୱର୍ଗାଧିନାୟକ ପରମେଶ୍ୱରଙ୍କ ଆଡ଼େ ଆପଣା ହୃଦୟ ଏବଂ ହସ୍ତ ଉଠାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆମ୍ଭେମାନେ ସ୍ଵର୍ଗ ନିବାସୀ ପରମେଶ୍ଵରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।

Gade chapit la Kopi

ଓଡିଆ ବାଇବେଲ

41 ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।

Gade chapit la Kopi




ବିଳାପ 3:41
10 Referans Kwoze  

ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।


ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି। ମୋ’ ନିବେଦନ ଟିକେ ଶୁଣ। ମୋ’ ପ୍ରତି କୃପା ପ୍ରଦର୍ଶନ କର।


ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।


ଆମ୍ଭେ ତୁମ୍ଭମାନଙ୍କୁ ବହୁତ ଭଲ ପାଇଲୁ। ଅତଏବ ଆମ୍ଭେ ତୁମ୍ଭମାନଙ୍କୁ କେବଳ ପରମେଶ୍ୱରଙ୍କ ସୁସମାଗ୍ଭରର ଅଂଶୀ କଲୁ ତାହା ନୁହେଁ, ବରଂ ନିଜର ଜୀବନ ମଧ୍ୟ ତୁମ୍ଭମାନଙ୍କ ସହିତ ବାଣ୍ଟି ଦେବାକୁ ପ୍ରସ୍ତୁତ ଥିଲୁ।


ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।


ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।


କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ୱରଙ୍କ ସେବା ପାଇଁ ପ୍ରସ୍ତୁତ ହେବା ଉଚିତ୍। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇ ହାତ ପ୍ରସାରିତ କର।


ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।


କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ୱର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ। ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।


Swiv nou:

Piblisite


Piblisite