ବିଳାପ 3:42 - ପବିତ୍ର ବାଇବଲ42 ଆଉ ଆସ କହିବା, “ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit laଓଡିଆ ବାଇବେଲ42 ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”