Biblia Todo Logo
Bib sou entènèt

- Piblisite -




ବିଳାପ 3:47 - ପବିତ୍ର ବାଇବଲ

47 ଆମ୍ଭେମାନେ ଭୟଭୀତ ହୋଇଅଛୁ, ଆମ୍ଭେମାନେ ଖାତରେ ପଡ଼ିଅଛୁ ଓ ଆମ୍ଭେମାନେ ଆହତ ଓ ବିନଷ୍ଟ ହୋଇଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।

Gade chapit la Kopi

ଓଡିଆ ବାଇବେଲ

47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।

Gade chapit la Kopi




ବିଳାପ 3:47
7 Referans Kwoze  

ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ। ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ?


ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ।


ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।


ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ, କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି। ତାହାର ସମସ୍ତ ଫାଟକ ଶୂନ୍ୟ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।


Swiv nou:

Piblisite


Piblisite