Biblia Todo Logo
Bib sou entènèt

- Piblisite -




ବିଳାପ 3:5 - ପବିତ୍ର ବାଇବଲ

5 ସଦାପ୍ରଭୁ ମୋର ଚତୁର୍ଦ୍ଦିଗରେ ତିକ୍ତତା ଓ କ୍ଳେଶ ଭରି ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି।

Gade chapit la Kopi




ବିଳାପ 3:5
8 Referans Kwoze  

ହେ ସଦାପ୍ରଭୁ, ମୋର ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ୱରୂପ।


ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବିଷୟରେ ଏହା କହନ୍ତି, “ଆମ୍ଭେ ସେମାନଙ୍କୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ୟାପିଯାଇଛି।”


ପରମେଶ୍ୱର ମୋର ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମୋର ବାଟକୁ ଅନ୍ଧକାରରେ ବୁଡ଼ାଇ ରଖିଛନ୍ତି।


ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।


“ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।


ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।


“ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି।


Swiv nou:

Piblisite


Piblisite