Biblia Todo Logo
Bib sou entènèt

- Piblisite -




ବିଳାପ 3:50 - ପବିତ୍ର ବାଇବଲ

50 ଯେପର୍ଯ୍ୟନ୍ତ ସଦାପ୍ରଭୁ, ସ୍ୱର୍ଗରୁ ନିରୀକ୍ଷଣ ଓ ଦେଖି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ସେଯାଏ, ମୋର ଚକ୍ଷୁ ଅବିଶ୍ରା; ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।

Gade chapit la Kopi

ଓଡିଆ ବାଇବେଲ

50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।

Gade chapit la Kopi




ବିଳାପ 3:50
9 Referans Kwoze  

ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ?


ହେ ସଦାପ୍ରଭୁ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହୋଇଥିବା ଅପମାନକୁ ଅବଲୋକନ କର।


ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ? ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତା କ’ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?


ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତେବେ ସବୁକିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ପ୍ରବାହିତ ହୁଅନ୍ତେ।


ମୋର ସମସ୍ତ କନ୍ୟାଙ୍କର ଦୁର୍ଦ୍ଦଶା ଦେଖି ମୋର ଚକ୍ଷୁ ମୋର ପ୍ରାଣକୁ ଦୁଃଖ ଦିଏ।


Swiv nou:

Piblisite


Piblisite