Biblia Todo Logo
Bib sou entènèt

- Piblisite -




ବିଳାପ 3:6 - ପବିତ୍ର ବାଇବଲ

6 ସେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି।

Gade chapit la Kopi




ବିଳାପ 3:6
4 Referans Kwoze  

ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।


ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ'ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।


ଆମ୍ଭେମାନେ ଅନ୍ଧଲୋକ ପରି କାନ୍ଥ ପାଖରେ ଦରାଣ୍ଡି ହେଉ ଓ ଚକ୍ଷୁହୀନ ଲୋକପରି ଅଣ୍ଡାଳି ହେଉ। ମଧ୍ୟାହ୍ନରେ ସନ୍ଧ୍ୟାବେଳପରି ଝୁଣ୍ଟି ପଡ଼ୁ ଓ ହୃଷ୍ଟପୁଷ୍ଟ ଲୋକମାନଙ୍କ ମଧ୍ୟରେ ମୃତଲୋକପରି ରହିଅଛୁ।


Swiv nou:

Piblisite


Piblisite