Biblia Todo Logo
Bib sou entènèt

- Piblisite -




ବିଳାପ 3:60 - ପବିତ୍ର ବାଇବଲ

60 ତୁମ୍ଭେ ମୋର ଶତ୍ରୁମାନଙ୍କର ମୋ’ ପ୍ରତି ହୋଇଥିବା ପ୍ରତିଶୋଧ ଦେଖିଅଛ ଓ ମୋ’ ବିରୁଦ୍ଧରେ ହୋଇଥିବା ସଂକଳ୍ପ ଦେଖିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଦେଖିଅଛ।

Gade chapit la Kopi

ଓଡିଆ ବାଇବେଲ

60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।

Gade chapit la Kopi




ବିଳାପ 3:60
5 Referans Kwoze  

ହେ ସଦାପ୍ରଭୁ, ମୋ’ ପ୍ରତି ହୋଇଥିବା ଅନ୍ୟାୟ ତୁମ୍ଭେ ଦେଖିଅଛ, ତୁମ୍ଭେ ତାହାର ବିଗ୍ଭର କର।


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।


ହେ ସଦାପ୍ରଭୁ, ମୋ’ ପ୍ରତି ହୋଇଥିବା ତିରସ୍କାର ଓ ମୋ’ ବିରୁଦ୍ଧରେ ହୋଇଥିବା ସେମାନଙ୍କର ସଂକଳ୍ପ ତୁମ୍ଭେ ଶୁଣିଅଛ।


ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ। ସେମାନଙ୍କର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ। ତୁମ୍ଭେ ସେମାନଙ୍କୁ ବିନାଶ କର। ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।


Swiv nou:

Piblisite


Piblisite