Biblia Todo Logo
Bib sou entènèt

- Piblisite -




ବିଳାପ 3:61 - ପବିତ୍ର ବାଇବଲ

61 ହେ ସଦାପ୍ରଭୁ, ମୋ’ ପ୍ରତି ହୋଇଥିବା ତିରସ୍କାର ଓ ମୋ’ ବିରୁଦ୍ଧରେ ହୋଇଥିବା ସେମାନଙ୍କର ସଂକଳ୍ପ ତୁମ୍ଭେ ଶୁଣିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ;

Gade chapit la Kopi

ଓଡିଆ ବାଇବେଲ

61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;

Gade chapit la Kopi




ବିଳାପ 3:61
6 Referans Kwoze  

ହେ ସଦାପ୍ରଭୁ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହୋଇଥିବା ଅପମାନକୁ ଅବଲୋକନ କର।


ସଦାପ୍ରଭୁ କୁହନ୍ତି, “ଆମ୍ଭେ ଶୁଣିଛୁ ମୋୟାବ ଓ ଅମ୍ମୋନର ଲୋକମାନେ କ’ଣ କହିଲେ। ସେହି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସେମାନେ ନିଜର ରାଜ୍ୟକୁ ବଢ଼ାଇବା ପାଇଁ ସେମାନଙ୍କର ଜମି ସବୁ ଅକ୍ତିଆର କଲେ।


ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।


ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ, କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।


ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦେଖାଇ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତୋଷ ପାଇବା ପାଇଁ ଅନୁରୋଧ କରୁ।


ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ। ସେମାନଙ୍କର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ। ତୁମ୍ଭେ ସେମାନଙ୍କୁ ବିନାଶ କର। ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।


Swiv nou:

Piblisite


Piblisite