ବିଳାପ 4:11 - ପବିତ୍ର ବାଇବଲ11 ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ତ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ଵଳାଇ ଅଛନ୍ତି; ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit laଓଡିଆ ବାଇବେଲ11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit la |
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”