Biblia Todo Logo
Bib sou entènèt

- Piblisite -




ବିଳାପ 4:14 - ପବିତ୍ର ବାଇବଲ

14 ସେହି ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଅନ୍ଧ ଲୋକପରି ରାସ୍ତାରେ ବୁଲିଲେ, ସେମାନେ ରକ୍ତରେ ଅଶୁଚି ହୋଇଥିଲେ। ତେଣୁ କେହି ତାଙ୍କର ବସ୍ତ୍ର ସ୍ପର୍ଶ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ତରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।

Gade chapit la Kopi




ବିଳାପ 4:14
15 Referans Kwoze  

ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।


ତାହାର ପ୍ରହରୀଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସେମାନେ ନିର୍ବାକ ଶ୍ୱାନ, ସେମାନେ ଭୁକିପାରନ୍ତି ନାହିଁ। ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ ଓ ଶୋଇ ରହିବାକୁ ଭଲ ପାଆନ୍ତି।


“ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।


ପୁଣି କେହି ଯଦି ଖୋଲା କ୍ଷେତ୍ରରେ ଯୁଦ୍ଧରେ ନିହତ ମୃତ ଦେହ, ମନୁଷ୍ୟ ଅସ୍ଥି କିମ୍ବା କବର ଛୁଏଁ, ତେବେ ସେ ସାତ ଦିନ ଯାଏ ଅଶୁଚି ରହିବ।


ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ।


ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”


ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି।


“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।


ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପରେ ଯାଜକମାନେ, ଭବିଷ୍ୟ‌ଦ୍‌ବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।”


“କିନ୍ତୁ ଧାର୍ମିକମାନେ ବ୍ୟଭିଗ୍ଭରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଗ୍ଭରାନୁସାରେ ସେମାନଙ୍କର ବିଗ୍ଭର କରିବେ। ଏହି କାରଣ ଯୋଗୁଁ ସେମାନେ ବ୍ୟଭିଗ୍ଭରିଣୀ ଓ ନରହତ୍ୟାର ରକ୍ତ ସେମାନଙ୍କ ହସ୍ତରେ ଅଛି।”


ସଦାପ୍ରଭୁ କହିଲେ, “ସେହି ସମୟରେ ଆମ୍ଭେ ଲୋକମାନଙ୍କୁ ସମସ୍ୟା ଘଟାଇବା। ଲୋକମାନେ ଅନ୍ଧଭଳି ଗ୍ଭଲିବେ, ଏହା କାହିଁକି ଘଟିବ? କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛନ୍ତି। ସେମାନଙ୍କର ମୃତ ଶରୀର ଭୂମି ଉପରେ ଗୋବର ପରି ପଡ଼ି ରହିବ।


Swiv nou:

Piblisite


Piblisite