Biblia Todo Logo
Bib sou entènèt

- Piblisite -




ବିଳାପ 5:11 - ପବିତ୍ର ବାଇବଲ

11 ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀଲୋକମାନଙ୍କୁ ଧର୍ଷଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi

ଓଡିଆ ବାଇବେଲ

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗର ସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।

Gade chapit la Kopi




ବିଳାପ 5:11
3 Referans Kwoze  

ଆମ୍ଭେ ସମସ୍ତ ଗୋଷ୍ଠୀକୁ ଯିରୁଶାଲମ ବିରୁଦ୍ଧରେ ଲଢ଼ିବାକୁ ଏକତ୍ରିତ କରିବା। ନଗରଟି ପରାଜିତ ହେବ ଓ ଗୃହଗୁଡ଼ିକ ଲୁଣ୍ଠିତ ହେବ। ସ୍ତ୍ରୀମାନେ ଧର୍ଷିତ ହେବେ ଏବଂ ଦେଶର ଅର୍ଦ୍ଧେକ ଲୋକ ନିର୍ବାସିତ ହେବେ। ଅବଶିଷ୍ଟ ଲୋକମାନେ ନଗରରୁ ନିଆଯିବେ ନାହିଁ।


ସେମାନଙ୍କର ଗୃହମାନଙ୍କରୁ ସମସ୍ତ ଦ୍ରବ୍ୟ ଲୁଣ୍ଠିତ ହେବ। ସେମାନଙ୍କର ଭାର୍ଯ୍ୟାମାନେ ଧର୍ଷିତା ହେବେ ଓ ସେମାନଙ୍କର ଦୃଷ୍ଟି ଗୋଚରରେ ସେମାନଙ୍କର ଛୋଟ ପିଲାମାନେ ମୃତ୍ୟୁ ପର୍ଯ୍ୟନ୍ତ କୋରଡ଼ା ପାଇବେ।


“ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକୁ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥିରେ ଅନ୍ୟ ଜଣେ ବାସ କରିବ। ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରୁ କିଛି ପାଇବ ନାହିଁ।


Swiv nou:

Piblisite


Piblisite