ବିଳାପ 5:5 - ପବିତ୍ର ବାଇବଲ5 ଆମ୍ଭମାନଙ୍କ ସ୍କନ୍ଧରେ ବଳପୂର୍ବକ ଯୁଆଳି ରଖା ଯାଇଛି। ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ ଆମ୍ଭମାନଙ୍କର ବିଶ୍ରାମ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳା; ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ। Gade chapit laଓଡିଆ ବାଇବେଲ5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ। Gade chapit la |
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଳାନ୍ତ ହେବେ। ମାତ୍ର ତାହା କିଛି ସାହାଯ୍ୟ କରିବ ନାହିଁ। ସେମାନେ ସେହି ଅଗ୍ନିଶିଖାରେ ଜାଳେଣି ସ୍ୱରୂପ ଦଗ୍ଧ ହେବେ।”