Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 1:12 - ପବିତ୍ର ବାଇବଲ

12 ତା'ପରେ ସେ ଯାଜକ ତା'ର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରି ଯଜ୍ଞବେଦି ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ତ ଖଣ୍ତ କରିବ; ତହିଁରେ ଯାଜକ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 1:12
3 Referans Kwoze  

ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ।


ସେ ମଙ୍ଗଳାର୍ଥକ ନୈବେଦ୍ୟର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ୍ର ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ ଉତ୍ସର୍ଗ କରିବ।


ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରପ୍ଳାବକ ନେବ।


Swiv nou:

Piblisite


Piblisite