Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 1:8 - ପବିତ୍ର ବାଇବଲ

8 ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ଖଣ୍ତସକଳ, ମସ୍ତକ ଓ ମେଦ ରଖିବେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।

Gade chapit la Kopi




ଲେବୀୟ ପୁସ୍ତକ 1:8
9 Referans Kwoze  

ତା'ପରେ ସେ ଯଜ୍ଞବେଦି କାଠ ସଜାଇ ସେହି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।


ଦୁଇଟି ବୃଷଭ ଆଣ। ବାଲ୍ ଭବିଷ୍ୟ‌ଦ୍‌ବକ୍ତା ସେଥି ମଧ୍ୟରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସେମାନେ ସେଥିରେ ଅଗ୍ନି ସଂଯୋଗ କରିବା ଉଚିତ୍ ନୁହେଁ। ମୋତେ ମଧ୍ୟ ଗୋଟିଏ ବୃଷଭ ଦିଆଯାଉ, ଠିକ୍ ସେହିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି ଏବଂ ମୁଁ ତାକୁ ଅଗ୍ନି ଲଗାଇବି ନାହିଁ।


ତା'ପରେ ସେ ଯାଜକ ତା'ର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରି ଯଜ୍ଞବେଦି ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।


ସେ ମଙ୍ଗଳାର୍ଥକ ନୈବେଦ୍ୟର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ୍ର ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ ଉତ୍ସର୍ଗ କରିବ।


ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରପ୍ଳାବକ ନେବ।


ଏବଂ ତିନି ଇଞ୍ଚ ଦୀର୍ଘ ଆଙ୍କୁଡ଼ିମାନ ଭିତର କାନ୍ଥର ଗ୍ଭରିଆଡ଼େ ଲଗା ଯାଇଥିଲା ଏବଂ ମେଜମାନଙ୍କ ଉପରେ ଉପହାରାର୍ଥକ ମାଂସ ରଖାଯାଇଥିଲା।


Swiv nou:

Piblisite


Piblisite